ଜାହାଙ୍ଗୀରପୁରୀ ହିଂସା: ଅଭିଯୁକ୍ତଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା ରୁଜୁ କଲା ଇଡି

ନୂଆଦିଲ୍ଲୀ : ଜାହାଙ୍ଗୀରପୁରୀରେ ହୋଇଥିବା ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତ ମୋହମ୍ମଦ ଅନସାରଙ୍କ ସମେତ ବିଭିନ୍ନ ସନ୍ଦିଗ୍ଧ ବ୍ୟକ୍ତିଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମନି ଲଣ୍ଡରିଂ ମାମଲା ରୁଜୁ କରିଛି। ଅଧିକାରୀମାନେ ଶନିବାର ଏହି ସୂଚନା ଦେଇଛନ୍ତି। ମନି ଲଣ୍ଡରିଂ ଆଇନ…