ଗୋଖାଦ୍ୟ ଦୁର୍ନୀତିର ଆଉ ଏକ ମାମଲାରେ ଲାଲୁଙ୍କୁ ଜାମିନ

ରାଞ୍ଚି: ଗୋଖାଦ୍ୟ ଦୁର୍ନୀତିର ଅନେକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଏବଂ ସମ୍ପ୍ରତି ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ରେ ଚିକିତ୍ସିତ ହେଉଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ…