ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲ ଛାତରୁ ପଡ଼ି ଡାକ୍ତରୀ ଛାତ୍ର ମୃତ

ବଲାଙ୍ଗୀର : ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲରେ ଅଘଟଣ ଘଟିଛି । ହଷ୍ଟେଲ ଛାତରୁ ପଡି ଜଣେ ଡାକ୍ତର ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରଙ୍କ ଜଣଙ୍କ ହରିୟାଣାର ଓ ତାଙ୍କ ନାଁ ନିଶାନ୍ତ କୁମାର। ହଷ୍ଟେଲର ୭ ମହଲା କୋଠାରୁ ପଡ଼ି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଛି ।ତେବେ ଏହା ଆତ୍ମହତ୍ୟା…