ଶିମିଳିପାଳ ଅଭୟାରଣ୍ୟରେ ପାଟ୍ରୋଲିଂ ବେଳେ ଶିକାରୀଙ୍କ ଗୁଳିରେ ବନ କର୍ମଚାରୀ ଗୁରୁତର

ଉଦଳା- ଶିମିଳିପାଳ ଅଭୟାରଣ୍ୟ ଭିତରେ ପାଟ୍ରୋଲିଂ ବେଳେ ବନ କର୍ମଚାରୀ ଓ ଶିକାରୀ ମୁହାଁମୁହିଁ ହୋଇଛନ୍ତି । ଶିକାରୀ ଗୁଳିରେ ଜଣେ ବନ କର୍ମଚାରୀ ଆହତ ହୋଇଛନ୍ତି । ସେ ଦୀର୍ଘ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଜଙ୍ଗଲରେ ପଡ଼ି ରହିଥିଲେ । ଆଜି ସକାଳୁ ତାଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ…