ଚାପି ଦେଲା ଟ୍ରକ, ବାଇକ ଆରୋହୀ ମୃତ

ବରଗଡ: ଜିଲ୍ଲା ଭଟଲି ଛକ ନିକଟରେ ଥିବା ହିରୋ ସୋରୁମ ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ହୋଇଛି ।ଏକ ଟ୍ରକ ଚକ ତଳେ ପଡ଼ିଯାଇ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ହେଲେ ମୃତକଙ୍କ ପରିଚୟ ମିଳିପାରି ନାହିଁ । ତେବେ ଏନେଇ ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା ଦେଖାଯାଇଥିଲା ।…

୫-ଟି ସଚିବଙ୍କ କଟକ ଚଣ୍ଡି ମନ୍ଦିର ପରିଦର୍ଶନ: ୭ ଦିନ ମଧ୍ୟରେ ମନ୍ଦିରର ଉନ୍ନତିକରଣ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କୁ…

କଟକ: ସପ୍ତାହେ ମଧ୍ଯରେ ମାଁ କଟକ ଚଣ୍ଡୀଙ୍କ ମନ୍ଦିରର ଉନ୍ନତିକରଣ ପାଇଁ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯିବ। ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭିକେ ପାଣ୍ଡିଆନ ପ୍ରତ୍ୟୁଷରେ ମାଁ କଟକ ଚଣ୍ଡୀଙ୍କ ମନ୍ଦିର ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି।…

ଜାହାଙ୍ଗୀରପୁରୀରେ ସ୍ଥିତାବସ୍ଥା ବଜାୟ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଦୁଇ ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ହିଂସାଗ୍ରସ୍ତ ଦିଲ୍ଲୀର ଜାହାଙ୍ଗୀରପୁରୀରେ ଜବରଦଖଲ ଉଚ୍ଛେଦ ମାମଲାର ଶୁଣାଣିକୁ ସୁପ୍ରିମକୋର୍ଟ ଦୁଇ ସପ୍ତାହ ପାଇଁ ସ୍ଥଗିତ ରଖିଛନ୍ତି। ସେପର୍ଯ୍ୟନ୍ତ ଜାହାଙ୍ଗୀରପୁରୀରେ ସ୍ଥିତାବସ୍ଥା ବଜାୟ ରଖିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ଅର୍ଥାତ୍ ପରବର୍ତ୍ତୀ ଆଦେଶ…