୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ  ୧୯୬ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

୨୮ଟି ସବ୍‌ଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By…