ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ପୋଲାର୍ଡ

ମୁମ୍ବାଇ: ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳୁଥିବା ଓ୍ବେଷ୍ଟଇଣ୍ଡିଜର ଷ୍ଟାର୍ ଅଲରାଉଣ୍ଡର କାଇରନ ପୋଲାର୍ଡ ହଠାତ୍ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ବୁଧବାର ସେ ସୋସିଆଲ ମିଡିଆରେ ତାଙ୍କର ଏହି ନିଷ୍ପତ୍ତି ବିଷୟରେ ସୂଚନା ଦେଇ ପ୍ରଶଂସକଙ୍କୁ ଚକିତ କରି ଦେଇଛନ୍ତି |…