ଦିଲ୍ଲୀରେ ପୁଣି ମାସ୍କ ବାଧ୍ୟତାମୂଳକ, ନିୟମ ଉଲ୍ଲଂଘନ କଲେ ୫୦୦ ଟଙ୍କା ଜରିମାନା

ନୂଆଦିଲ୍ଲୀ: ଜାତୀୟ ରାଜଧାନୀରେ ପୁଣି କରୋନା ମାମଲା ବଢୁଥିବା ବେଳେ ଦିଲ୍ଲୀ ସରକାର ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। ଯେଉଁମାନେ ଏହି ନିୟମ ଉଲ୍ଲଂଘନ କରିବେ ସେମାନଙ୍କୁ ୫୦୦ ଟଙ୍କା ଜରିମାନା କରାଯିବ। ବୁଧବାର ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ…