ଦିଲ୍ଲୀର ଉପହାର ସିନେମା ହଲରେ ପୁଣି ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀର ଉପହାର ସିନେମା ହଲରେ ରବିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ବାଲକୋନୀ ଏବଂ ଥିଏଟରର ଗୋଟିଏ ମହଲାରେ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତିର ଖବର ନାହିଁ । ଦିଲ୍ଲୀ ଅଗ୍ନିଶମ ସେବା ବିଭାଗର ନିର୍ଦ୍ଦେଶକ ଅତୁଲ ଗର୍ଗ କହିଛନ୍ତି ଯେ ରବିବାର ଭୋର୍ ୪:୪୬…