ଏଣିକି ସର୍ବସାଧାରଣଙ୍କ ଅଭିଯୋଗ ଶୁଣାଣି ପୁଣି ଆରମ୍ଭ ହେବ : ଗଞ୍ଜାମ ଜିଲ୍ଲାପାଳ

ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ପୁଣି ଆରମ୍ଭ ହେବ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି। ଏହା ଗଞ୍ଜାମ ଜିଲ୍ଲପାଳ ବିଜୟ ଅମୃତ କୁଲାଙ୍ଗେ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଜଣାଇ ଅଛନ୍ତି। ଗଞ୍ଜାମ ଜିଲ୍ଲାରେ ପୂର୍ବରୁ ଚାଲିଥିବା ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ଚଳିତ…