ଏଟିଏମ ଲୁଟ ଘଟଣାରେ ୨ ଗିରଫ

ଭୁବନେଶ୍ୱର - ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣାରେ ଗିରଫ ହେଲେ ୨ ଅଭିଯୁକ୍ତ । ବାଙ୍ଗାଲୋରରୁ ଲୁଟେରା ଗ୍ୟାଙ୍ଗର ୨ ସଦସ୍ୟଙ୍କୁ ଗିରଫ କରାଯାଇଛି । ଏନେଇ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଗତ ୪ ତାରିଖରେ ଭୁବନେଶ୍ୱର ଇନ୍ଦିରା କଲୋନୀରେ ଥିବା…