କରୋନା ଅପଡେଟ୍: ଦିନକରେ ୯୪୯ ନୂଆ ଆକ୍ରାନ୍ତ ଚିହ୍ନଟ, ସକ୍ରିୟ ମାମଲା ୧୧,୧୯୧କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ ଗୋଟିଏ ଦିନରେ କରୋନାର ୯୪୯ ନୂଆ ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ ମୋଟ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୩୦,୩୯,୯୭୨ କୁ ବୃଦ୍ଧି ପାଇଛି। । ଅନ୍ୟପକ୍ଷରେ ସକ୍ରିୟ ବା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ମଧ୍ୟ ୧୧,୧୯୧ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ…