ଭାରସାମ୍ୟ ହରାଇ କାର ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ,୩ ଗୁରୁତର

କାଳିଆ ଦର୍ଶନ ହେଲା ଶେଷ ଦର୍ଶନ ବୌଦ୍ଧ: ବୌଦ୍ଧ ଥାନା ହରେକୃଷ୍ଣପୁର ୫୭ ନମ୍ବର ଜାତୀୟ ରାଜପଥ ରେ ଭାରସାମ୍ୟ ହରାଇ ଡିଭାଇଡ଼ର ପିଟିହେଲା କାର । ଘଟଣାସ୍ଥଳରେ ସ୍ଵାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଓ ଦୁଇ ଝିଅ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ପୁରୁଣାକଟକ…