ପୁରୁଷ ହକି ୱାର୍ଲ୍ଡ କପ୍ ଲୋଗୋ ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - କଳିଙ୍ଗ ଷ୍ଟାଡିୟମ୍‌ରେ ସ୍ବତନ୍ତ୍ର ଉତ୍ସବରେ ୨୦୨୩ ପୁରୁଷ ହକି ବିଶ୍ବକପ୍‌ ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୩ ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲା ବିରସାମୁଣ୍ଡା ଷ୍ଟାଡିୟମରେ ଖେଳାଯିବ ବିଶ୍ଵକପ୍‌ ହକି ।

ନୀଳମାଧବ ପୀଠର ବିକାଶ ମାଷ୍ଟର ପ୍ଲାନ୍ ଶୀଘ୍ର: ୫-ଟି ସଚିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ ।…