୪୪ ଡିଗ୍ରୀ ସହ ଝାରସୁଗୁଡ଼ା ଉତ୍ତପ୍ତ ସହର

ଭୁବନେଶ୍ୱର - ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଜି ରାଜ୍ୟର ୩ଟି ସହରର ତାପାମାତ୍ରା ୪୩ ଡିଗ୍ରୀ ଉପରେ ରହିଛି। ଝାରସୁଗୁଡ଼ା ହୋଇଛି ଉତ୍ତପ୍ତ ସହର। ଏଠାରେ ତାପାମାତ୍ରା ୪୪ ଡିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି। ସୋନପୁରରେ ୪୩.୯ ଡିଗ୍ରୀ, ବଲାଙ୍ଗିରରେ ୪୩.୨ ଡିଗ୍ରୀ ଓ ଟିଟିଲାଗଡ଼ରେ…