ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆଇନ୍‌ର ପରିସର ମଧ୍ୟରେ ହେଉଛି : ପିନାକୀ

* ନିର୍ମାଣ କାର୍ଯ୍ୟ ଜାରି ରଖିବାକୁ ହାଇକୋର୍ଟ କହିଲା ପରେ କେଉଁ ଆଧାରରେ କାମ ବନ୍ଦ କଥା କହୁଛନ୍ତି ବିରୋଧୀ ? * ଶୌଚାଳୟ , ଡ୍ରେନ୍ କିମ୍ବା ବୈଦ୍ୟୁତିକ ନିର୍ମାଣ ଆମ୍‌ସାର ଆଇନ୍ ଭିତରେ ଆସୁନାହିଁ * ଏନ୍ଏମ୍ଏର ଏନ୍‌ଓସି ଅନୁଯାୟୀ ସମସ୍ତ କାର୍ଯ୍ୟ ହେଉଛି * ବିରୋଧ କରିବା…