ରାଜ୍ୟର ହିତାଧିକାରୀଙ୍କୁ ଶତ ପ୍ରତିଶତ ଚାଉଳ ଦେବାକୁ କେନ୍ଦ୍ରକୁ ଚିଠି
ଭୁବନେଶ୍ୱର - କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଚିଠି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ଚାଉଳ ଯୋଗାଇବାକୁ ଦାବି କରିଛନ୍ତି ମନ୍ତ୍ରୀ । ଭାତ ଓଡ଼ିଶାବାସୀଙ୍କ ପ୍ରମୁଖ ଖାଦ୍ୟ ହୋଇଥିବାରୁ ଚାଉଳ ଯୋଗାଇବାକୁ ଦାବି କରିଛନ୍ତି…