ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀରେ ନବନିର୍ମିତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜକୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ହେଉଛି ପୁରୀ ଜ଼ିଲ୍ଲା ପାଇଁ ଏକ ଐତିହାସିକ ଦିବସ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ…