ଆଜିଠାରୁ ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତ ବ୍ୟକ୍ତିଙ୍କୁ ମିଳିବ ବୁଷ୍ଟର ଡୋଜ୍

ନୂଆଦିଲ୍ଲୀ: ଆଜି ଠାରୁ ଦେଶରେ ୧୮ ବର୍ଷରୁ ସମସ୍ତ ବ୍ୟକ୍ତିଙ୍କୁ ପ୍ରିକସନ ବା ବୁଷ୍ଟର ଡୋଜ୍ ମିଳିବ | ଶୁକ୍ରବାର କେନ୍ଦ୍ର ସରକାର ଏ ସମ୍ପର୍କରେ ଘୋଷଣା କରିଥିଲେ। ଭାରତରେ କରୋନାର ଏକ୍ସଇ ଭାରିଆଣ୍ଟ ଚିହ୍ନଟ ହେବା ପରେ ସମସ୍ତଙ୍କୁ ବୁଷ୍ଟର ଡୋଜ୍ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି | ଏହା…

ତିନି ଯୁବତୀଙ୍କ ମୃତଦେହ ଉଦ୍ଧାର

ନବରଙ୍ଗପୁର - ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ତୋହରା ଗ୍ରାମ ଡଙ୍ଗରିଭଟାଠାରେ ତିନି ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହେମଲତା ଗୌଡ଼ (୨୧),କୌଶଲ୍ୟା ମାଝୀ(୧୬) ଓ ଫୁଲମତି ମାଝୀ(୧୫) ଙ୍କ ମୃତଦେହ ଏକ କୁସୁମ ଗଛରେ ଝୁଲୁଥିଲା । ମୃତ୍ୟୁର କାରଣ ଜଣାପଡି ନଥିବା ବେଳେ ପୋଲିସ…