ମହୁମାଛି ଆକ୍ରମଣରେ ୧୦ ଶିଶୁ ଆହତ, ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଦପଲା ପଞ୍ଚାୟତ ବଉଲସିଙ୍ଗା ଅଙ୍ଗନବାଡ଼ି କେନ୍ଦ୍ରର ୧୦ ଜଣ ଶିଶୁଙ୍କ ସହ ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ସେମାନେ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ସୋନପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେରେ ଭର୍ତ୍ତି କରାଯାଇଛି।…

ଶ୍ରୀମନ୍ଦିର ଚୁଲିଭଙ୍ଗା ଘଟଣା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି ପାଇଁ ପ୍ରଶାସନର ତତ୍ପରତା

ପୁରୀ -ଶ୍ରୀମନ୍ଦିର ଚୁଲିଭଙ୍ଗା ଘଟଣାରେ ପୋଲିସ ଅଭିଯୁକ୍ତ ଜଗନ ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଘଟଣା ଦିନ ମୁତୟନ ଥିବା ଜେଟିପି କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି | ଏଭଳି ଘଟଣା ଆଗାମୀ ଦିନରେ ଯେପରି ନ ଘଟେ ସେ ଦିଗରେ ଅଧିକ ଯତ୍ନବାନ ହେବା ସହ…