ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କ ବିଭିନ୍ନ ଆକାଉଣ୍ଟରୁ ୯ କୋଟି ଠାବ

ଭୁବନେଶ୍ବର - ମାଲକାନଗିରି ଜିଲ୍ଲାର ଗ୍ରାମ୍ୟ ନିର୍ମାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ଆୟବର୍ହିଭୁତ ସମ୍ପତ୍ତି ଠୁଳ ନେଇ ଭିଜିଲାନସ ଚଢଉ ଜାରି ରହିଥିବା ବେଳେ ଯନ୍ତ୍ରୀଙ୍କ ବିଭିନ୍ନ ଆକାଉଣ୍ଟରେ କୋଟି କୋଟି ଟଙ୍କା ରହିଛି । ଭିଜିଲାନ୍ସ ବିଭାଗ ଏପର୍ଯ୍ୟନ୍ତ ଦାସଙ୍କ ୯…