୧୬ ଦିନରେ ୧୪ ଥର ବଢିଲା ତୈଳ ଦର, ଆଜିକୁ ମିଶାଇ ୧୦ ଟଙ୍କାରୁ ଅଧିକ ବୃଦ୍ଧି

ନୂଆଦିଲ୍ଲୀ - ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇଥିଲେ ମଧ୍ୟ ଭାରତରେ ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ଜାରି ରହିଛି । ଆଜି ବି ବଢିଛି ପେଟ୍ରୋଲ ଓ ଡିଜେଲ ଦର । ଭୁବନେଶ୍ୱରରେ ପେଟ୍ରୋଲ ୮୬ ଓ ଡିଜେଲ ୮୫ ପଇସା ବୃଦ୍ଧି ପାଇଛି । ୧୬ ଦିନରେ ୧୪ ଥର ତେଲ ଦର ବୃଦ୍ଧି ପାଇଲାଣି । ୧୪…

ଧାମନଗରରେ ଭୋଟ ଗଣତି ଆରମ୍ଭ

ଭଦ୍ରକ - ଭଦ୍ରକ ଜିଲ୍ଲା ଧାମନଗର ଏନ୍ଏସିର ବାକିଥିବା ୱାର୍ଡରେ ଗତକାଲି ମତଦାନର ଆଜି ଆରମ୍ଭ ହୋଇଛି ଗଣତି । ତହସିଲ ଅଫିସ ନିକଟ କଲ୍ୟାଣ ମଣ୍ଡପରେ ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ୍ ଗଣତି । ଏଥିଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗଣତି କେନ୍ଦ୍ର ପାଖରେ ଭଦ୍ରକ ଉପଜିଲ୍ଲାପାଳ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବ୍ରହ୍ମପୁର- ଭିଜିଲାନ୍ସ ଜାଲରେ ଆଉ ଜଣେ ଯନ୍ତ୍ରୀ । ଗଞ୍ଜାମ ଜିଲ୍ଲା ଭଞ୍ଜନଗରର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ହୋଇଛି । ଯନ୍ତ୍ରୀଙ୍କ ଘର ଓ କାର୍ଯ୍ୟାଳୟ…