୧୮ ଭାରତୀୟ, ୪ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ ବ୍ଲକ୍ କଲେ ସରକାର

ନୂଆଦିଲ୍ଲୀ: ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଆଇଟି ନିୟମ ୨୦୨୧ ଅନୁଯାୟୀ ୨୨ ଟି ୟୁଟ୍ୟୁବ ଚ୍ୟାନେଲ, ତିନୋଟି ଟ୍ୱିଟର ଆକାଉଣ୍ଟ, ଗୋଟିଏ ଫେସବୁକ ଆକାଉଣ୍ଟ ଏବଂ ଗୋଟିଏ ନ୍ୟୁଜ ୱେବସାଇଟକୁ ବ୍ଲକ୍ କରିବାକୁ ନିର୍ଦ୍ଦେଶ ଦେଇଛି। ବ୍ଲକ୍ ୟୁଟ୍ୟୁବ୍ ଚ୍ୟାନେଲଗୁଡିକର ମୋଟ ୨୬୦ କୋଟି ଭିୟୁରସିପ…