କାଲିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର- ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ସକାଳୁଆ ହେବ ସ୍କୁଲ। ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ସ୍କୁଲ ସମୟ ସକାଳ ୬ଟା ୩୦ ମିନିଟ୍‍ରୁ ୧୦ଟା ୩୦ ମିନିଟ୍‍ ପର୍ଯ୍ୟନ୍ତ ରହିଛି।ନବମରୁ ଦ୍ୱାଦଶ ଶ୍ରେଣୀ…