ଆଉ ୬ ମାସ ମାଗଣା ଅତିରିକ୍ତ ଚାଉଳ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର - ରାଜ୍ୟରେ ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ ।ହିତାଧିକାରୀଙ୍କୁ ସେପ୍ଟେମ୍ବର ଯାଏ ୫ କିଲୋ ଅତିରିକ୍ତ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହା ଦ୍ୱାରା ଉପକୃତ ହେବେ ରାଜ୍ୟର ୮.୦୯ ଲକ୍ଷ ପରିବାର । ଏ ବାବଦରେ…