ମହିଳା ବିଶ୍ୱକପ: ଦକ୍ଷିଣ ଆଫ୍ରିକାକୁ ୧୩୭ ରନରେ ହରାଇ ଫାଇନାଲରେ ଇଂଲଣ୍ଡ

ଖ୍ରୀଷ୍ଟଚର୍ଚ୍ଚ: ନ୍ୟୁଜିଲାଣ୍ଡରେ ଚାଲିଥିବା ମହିଳା ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ଇଂଲଣ୍ଡକୁ ଭେଟିବ। ଆଜି ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡ ଶୋଚନୀୟ ଭାବେ ଦକ୍ଷିଣ ଆଫ୍ରିକାକୁ ହରାଇଛି। ଦକ୍ଷିଣ ଆଫ୍ରିକା ଦଳ ୧୩୭ ରନରେ ବ୍ୟବଧାନରେ ପରାସ୍ତ ହୋଇଛି |…