ରାଜ୍ୟ ସରକାର ହଟାଇଲେ କୋରୋନା କଟକଣା

ଭୁବନେଶ୍ୱର- କରୋନା ସଂକ୍ରମଣ ମାମଲା ହ୍ରାସ ପାଇବା ସହ ସ୍ଥିତି ସ୍ୱାଭାବିକ ହେବା ପରେ ରାଜ୍ୟ ସରକାର ସମସ୍ତ ପ୍ରକାରର କୋଭିଡ୍ କଟକଣାକୁ ହଟାଇ ଦେଇଛନ୍ତି । ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ ଅନ୍ତର୍ଗତ କୋଭିଡ୍ ପରିଚାଳନା କରାଯାଉଥିବାବେଳେ ଏହି ମହାମାରୀ ସଂକ୍ରାନ୍ତ ବିଜ୍ଞପ୍ତିକୁ…