ରାଜ୍ୟରେ ୨୦୫ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୦୫ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୧୧୯ ଓ ସ୍ଥାନୀୟ ୍‌ଅଞ୍ଚଳରୁ ୮୬ ଜଣ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୪୫ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର ପିଲା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ୧୦୭, ସୁନ୍ଦରଗଡରୁ…

ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡଃ. ହରେକୃଷ୍ଣ ମହତାବଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଧୁନିକ ଓଡିଶାର ନିର୍ମାଣ ସହ ଓଡିଆ ଭାଷା, ସାହିତ୍ୟର ସୁରକ୍ଷା ଓ…