ମୋଦିଙ୍କୁ ଭେଟିଲେ ଏନସିପି ମୁଖ୍ୟ ଶରଦ ପାୱାର, ମହାରାଷ୍ଟ୍ର ନେତାଙ୍କ ବିରୋଧରେ ଇଡି କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗ…

ନୂଆଦିଲ୍ଲୀ: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ବୁଧବାର ସଂସଦ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଉଭୟଙ୍କ ମଧ୍ୟରେ ଏହି ସାକ୍ଷାତକୁ ନେଇ ରାଜନୈତିକ କରିଡରରେ ଚର୍ଚ୍ଚା ଜୋର ଧରିଛି। ସଂସଦ ଗୃହରେ ଅବସ୍ଥିତ ପ୍ରଧାନମନ୍ତ୍ରୀଙ୍କ…