ବିଶ୍ଵ ସ୍ୱାସ୍ଥ୍ୟ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ହେଉଛି ବିଶ୍ୱ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମହାମାରୀ ସମୟରେ ଅପୂର୍ବ ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ନେଇ ମୂଲ୍ୟବାନ ଜୀବନ ବଞ୍ଚାଇବାଥିବା ସ୍ବାସ୍ଥ୍ୟକର୍ମୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି…