ଶ୍ରୀମନ୍ଦିର ଚୁଲିଭଙ୍ଗା ଘଟଣା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି ପାଇଁ ପ୍ରଶାସନର ତତ୍ପରତା

ପୁରୀ -ଶ୍ରୀମନ୍ଦିର ଚୁଲିଭଙ୍ଗା ଘଟଣାରେ ପୋଲିସ ଅଭିଯୁକ୍ତ ଜଗନ ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଘଟଣା ଦିନ ମୁତୟନ ଥିବା ଜେଟିପି କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି | ଏଭଳି ଘଟଣା ଆଗାମୀ ଦିନରେ ଯେପରି ନ ଘଟେ ସେ ଦିଗରେ ଅଧିକ ଯତ୍ନବାନ ହେବା ସହ…