ଷ୍ଟାଡିୟମରେ ନିଜ ଅପରାଧର ଡେମୋ ଦେଖାଇଲା ଗୋବିନ୍ଦ ସାହୁ

ଭବାନୀପାଟଣା – କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗିରଫ ଗୋବିନ୍ଦ ସାହୁ ଆଜି ଡେମୋ ଦେଖାଇଛି । ପୋଲିସ ରିମାଣ୍ଡରେ ଥିବା ଗୋବିନ୍ଦକୁ ଆଜି ଭୋର୍‌ରେ ମହାଲିଙ୍ଗ ଷ୍ଟାଡିୟମକୁ ଅଣାଯାଇଥିଲା, ଯେଉଁଠି ସେ ମମିତାଙ୍କୁ ପୋଡି ପୋତି…

କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର - ପୂର୍ବତନ ସାଂସଦ ପ୍ରଦୀପ ମାଝୀ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେ ଦଳରୁ ଇସ୍ତଫା ଦେବେ ବୋଲି ବେଶ୍ କିଛି ଦିନ ହେବ ଚର୍ଚ୍ଚା ହେଉଥିଲା । କିନ୍ତୁ ସେ ଏହାକୁ ଅସ୍ୱୀକାର କରିଆସୁଥିଲେ ।

ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଂଟନର କରିବେ…

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ବାରିପଦାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର…