ଗ୍ରୀଷ୍ମପ୍ରବାହ : ଟିଟିଲାଗଡ଼ ଓ ବଲାଙ୍ଗୀରର ତାପମାତ୍ରା ୪୧ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଟିଟିଲାଗଡ଼ ଆଜି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ହୋଇଛି । ସହରର ତାପମାତ୍ରା ସର୍ବୋଚ୍ଚ ତାପମାତ୍ରା ୪୧ ଦଶମିକ ୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ବଲାଙ୍ଗିରର ତାପମାତ୍ରା ୪୧ ଡିଗ୍ରୀ ଥିବାବେଳେ ବୌଦ୍ଧର ୩୯, ବାରିପଦା ଓ…