ଆଜିଠାରୁ ସଂସଦର ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହେଉଛି । ବେକାରୀ ହାର ବୃଦ୍ଧି, ଇପିଏଫ୍ ଉପରେ ସୁଧ ହାର ହ୍ରାସ ଏବଂ ଯୁଦ୍ଧଗ୍ରସ୍ତ ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ଉଦ୍ଧାର ଭଳି ଅନେକ ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡିଛନ୍ତି |…

ନାଟୋକୁ ଜେଲେନସ୍କିଙ୍କ ଚେତାବନୀ, ୟୁକ୍ରେନକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କର ନଚେତ୍ ରୁଷ ମିସାଇଲ୍ ତୁମ ସୀମାରେ ପଡ଼ିବ

କିଭ୍: ରୁଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କି ସୋମବାର ସକାଳେ ଚେତାବନୀ ଦେଇଛନ୍ତି। ସେ ନାଟୋ ଦେଶମାନଙ୍କୁ ଚେତାବନୀ ଦେଇ ଉପଯୁକ୍ତ ପଦକ୍ଷେପ ନେବାକୁ କହିଛନ୍ତି। ଜେଲେନସ୍କି କହିଛନ୍ତି ଯେ ଯଦି ନାଟୋ ଠିକ୍ ସମୟରେ ପଦକ୍ଷେପ ନ…

ପୌର ନିର୍ବାଚନ : ଆଜି ଚୂଡାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର - ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା। ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି ଓ ୩ଟି ମହାନଗର ନିଗମ ପାଇଁ ଆଜି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଚଳିତ ମାସ ୨ ତାରିଖରୁ ୭…

ପଶ୍ଚିମ ଓଡ଼ିଶାରେ ବଢୁଛି ତାତି, ୩୮ ଡିଗ୍ରୀ ଛୁଇଁଲା ଟିଟିଲାଗଡ଼

ଭୁବନେଶ୍ୱର - ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିଚାଲିଛି । ବିଶେଷ କରି ପଶ୍ଚିମ ଓଡ଼ିଶାରେ ଏହାର ସବୁଠୁ ଅଧିକ ପ୍ରଭାବ ଦେଖିବାକୁ ମିଳିଛି। ୩୮ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ଟିଟିଲାଗଡ଼ ରାଜ୍ୟରେ ଉତ୍ତପ୍ତ ସହର ହୋଇଛି। ଏଥିସହ ପଶ୍ଚିମ ଓଡ଼ିଶାର ୭ଟି ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ…

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର- ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଅଜୟ ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଅଜୟ ମିଶ୍ରଙ୍କ ଘର ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ । ଏଥିରେ ୫ଜଣ ଡିଏସ୍‌ପି ଓ ୧୧ଜଣ…