ରାଜ୍ୟରେ ଆଉ ୧୦୫ କୋରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୫ ଜଣ କରୋନା ଆକ୍ରାନ୍ତ । କ୍ବାରେଣ୍ଟାଇନରୁ ୬୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨ ଜଣ…