ଏପ୍ରିଲ ୨୮ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର- ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ବିଭାଗ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହେବ । ଖରାକୁ ଦେଖି ପ୍ରତିଦିନ ସକାଳ ୯ରୁ ଗୋଟିଏ ସିଟିଂରେ ପରୀକ୍ଷା ହେବ । ରାଜ୍ୟର ୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା…