କୋଇଲା ଦୁର୍ନୀତି ମାମଲାରେ ଅଭିଷେକ ବାନାର୍ଜୀ ଓ ପତ୍ନୀଙ୍କୁ ଇଡିର ସାନି ସମନ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ କୋଇଲା ଦୁର୍ନୀତିରେ ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତୃଣମୂଳ କଂଗ୍ରେସ ନେତା ତଥା ସାଂସଦ ଅଭିଷେକ ବାନାର୍ଜୀ ଏବଂ ତାଙ୍କ ପତ୍ନୀଙ୍କୁ ସାନି ସମନ ଜାରି କରିଛି । ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା…