ରୁଷର ରକେଟ ମାଡ଼ରେ ୟୁକ୍ରେନ ଅଭିନେତ୍ରୀଙ୍କ ମୃତ୍ୟୁ

କିଭ୍: କିଭର ଏକ ଆବାସିକ କୋଠା ଉପରେ ରୁଷର ରକେଟ ଆକ୍ରମଣରେ ୟୁକ୍ରେନ ଅଭିନେତ୍ରୀ ଅକ୍ସାନା ଶ୍ବେତସଙ୍କ ମୃତ୍ୟୁ ହୋଇଛି। ତାଙ୍କ ଟ୍ରୁପ୍ ୟଙ୍ଗ ଥିଏଟର ଏକ ବିବୃତ୍ତି ଜାରି କରି ଓକ୍ସାନାଙ୍କ ମୃତ୍ୟୁକୁ ସ୍ପଷ୍ଟ କରିଛି । ଅକ୍ସାନାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ତାଙ୍କୁ ୟୁକ୍ରେନର ସର୍ବୋଚ୍ଚ…

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ପ୍ରଶାସନର ପ୍ରସ୍ତୁତି: ବ୍ୟାପକ ସଚେତନତା ସୃଷ୍ଟି ଉପରେ ମୁଖ୍ୟ ସଚିବଙ୍କ ଗୁରୁତ୍ଵ

ଭୁବନେଶ୍ୱର - ଏ ବର୍ଷ ଗ୍ରୀଷ୍ମପ୍ରବାହ ଓ ଅଂଶୁଘାତର ମୁକାବିଲା ନିମନ୍ତେ ପ୍ରଶାସନିକ ପ୍ରସ୍ତୁତିକୁ ଚୂଡାନ୍ତ ରୂପ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏ ନେଇ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରୁ…

ଗଛରେ ପିଟି ହେଲା କାର୍ , ୨ ମୃତ, ୨ ଗୁରୁତର

ନବରଙ୍ଗପୁର- ନବରଙ୍ଗପୁର କୁର୍ଲୁ ଘାଟି ଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । କାର୍ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ନବରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି । କାରଟି ଖାତିଗୁଡାରୁ ନବରଙ୍ଗପୁର ଯାଉଥିବା…

ରାଜ୍ୟବାସୀଙ୍କୁ ଦୋଳ ପୂର୍ଣ୍ଣିମା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ…

ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାରର ୨ ମୃତ, ୩ ଜଣ ଗୁରୁତର

ରାୟଗଡ଼ା- ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଶିକରପାଇରେ ୫ ଜଣ ପୋଡ଼ି ହୋଇ ଗୁରୁତର ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ୫ ଜଣଙ୍କୁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲକୁ ସ୍ଥାନାନ୍ତର ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୩ ଜଣଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ରହିଛି ।…