ରାଜ୍ୟରେ ମାସ୍କ କଟକଣା ହଟିନାହିଁ

ଭୁବନେଶ୍ୱର- ରାଜ୍ୟରୁ ମାସ୍କ ପିନ୍ଧିବା କଟକଣା ହଟିନାହିଁ। ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧିବା ଦରକାର । ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଓଡ଼ିଶାରେ ସ୍ଥିତି ଭଲ ଅଛି । ଦୈନିକ ସଂକ୍ରମଣ 10 ରୁ 20 ମଧ୍ୟରେ ରହୁଛି। ତେଣୁ ସମସ୍ତେ କୋଭିଡ ନିୟମପାଳନ କଲେ ରାଜ୍ୟର…