ଜାମିନ ଆବେଦନ ଖାରଜ : ଜେଲ ଗଲେ ନିରଞ୍ଜନ

ଭଦ୍ରକ - ଫଟୋଗ୍ରାଫର ମାନସ ସ୍ୱାଇଁଙ୍କ ହତ୍ୟା ମାମଲାରେ ଗିରଫ ହୋଇଥିବା ଅବସରପ୍ରାପ୍ତ ଓଆଇଏସ ଅଧିକାରୀ ନିରଞ୍ଜନ ସେଠୀଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି | ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି | ଫଟୋଗ୍ରାଫର ମାନସ ସ୍ୱାଇଁଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ନେଇ…

ବଢୁଛି ତାପମାତ୍ରା : ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର : ଅସହ୍ୟ ହେଉଛି ଗ୍ରୀଷ୍ମ ପ୍ରବାହ । ପ୍ରବଳ ଖରାରେ ଜୀବନଯାତ୍ରା ଅସ୍ତବ୍ୟସ୍ତ । ଆଜି ଦିନର ତାପମାତ୍ର ୪୦.୨ ଡ଼ିଗ୍ରୀ ଅତିକ୍ରମ କରିଛି। ଝାରସୁଗୁଡା ହୋଉଛି ସବୁଠାରୁ ଉତ୍ତପ୍ତ ସହର। ଏଠାରେ ତାପାମାତ୍ରା ୪୦.୨ ଡିଗ୍ରୀ ରେକର୍ଡ କରାଯାଇଛି । ଟିଟଲାଗଡ, ବଲାଙ୍ଗିର ଓ ବୌଦ୍ଧ…