ମାନସ ହତ୍ୟା ମାମଲା : ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ

କଟକ- ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ କୁହାଯାଉଥିବି ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି । ଚାନ୍ଦବାଲି ଥାନାରେ ମାନସ ସ୍ବାଇଁଙ୍କ ନିଖୋଜ ନେଇ ଫେବ୍ରୁଆରି ୧୪ ରେ ହୋଇଥିଲା ଅଭିଯୋଗ । ଶର୍ମିଷ୍ଠାଙ୍କୁ…

ସାଧାରଣ ଲୋକଙ୍କୁ ଡବଲ ଝଟକା, ତେଲ ଦର ସହ ବଢ଼ିଲା ଘରୋଇ ଏଲପିଜି ମୂଲ୍ୟ, ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ: ସାଧାରଣ ଲୋକଙ୍କୁ ଆଜି ଲାଗିଛି ଡବଲ ଝଟକା । ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ିବା ସହ ଘରୋଇ ଏଲପିଜି ସିଲିଣ୍ଡର ମଧ୍ୟ ମହଙ୍ଗା ହୋଇଛି | ରାଷ୍ଟ୍ରାୟତ୍ତ ତୈଳ ମାର୍କେଟିଂ କମ୍ପାନୀ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଆଜି ଏଲପିଜି ମୂଲ୍ୟରେ ୫୦ ଟଙ୍କା ବୃଦ୍ଧି କରିଛି। ଏହା ଜନସାଧାରଣଙ୍କ…