ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ- ୧୩୭ ଦିନ ପରେ ପୁଣି ବଢିଛି ପେଟ୍ରୋଲ ଓ ଡିଜେଲ ଦର । ତେଲ ଲିଟର ପିଛା ସର୍ବଭାରତୀୟ ସ୍ତରରେ ୮୦ ପଇସା ବଢ଼ିଛି । ଭୁବନେଶ୍ବରରେ ପେଟ୍ରୋଲ୍‌ ଦର ଲିଟର ପିଛା ୧୦୨ ଟଙ୍କା ୬୬ ପଇସା ଓ ଡିଜେଲ୍ ୯୨ ଟଙ୍କା ୪୮ ପଇସା ହୋଇଛି । ଭୁବନେଶ୍ବରରେ ପେଟ୍ରୋଲ୍‌ ଓ ଡିଜେଲ ପାଖାପାଖି ୮୫ ପଇସା…

ଠକ ଡାକ୍ତର ରମେଶର ଡ୍ରାଇଭର ପପୁକୁ ୫ ଦିନିଆ ପୋଲିସ ରିମାଣ୍ଡ

ଭୁବନେଶ୍ୱର- ୫ ଦିନିଆ ପୋଲିସ ରିମାଣ୍ଡରେ ଠକ ଡାକ୍ତର ରମେଶର ଗିରଫ ଡ୍ରାଇଭର ପପୁ । ଆଜିଠୁ ପପୁକୁ ରିମାଣ୍ଡରେ ଆଣି ଜେରା କରିବ ପୋଲିସ । ୭ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା ପୋଲିସ । ତେବେ, ୫ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ଭୁବନେଶ୍ବର SDJM କୋର୍ଟ । ଏଣେ ଆସନ୍ତା କାଲି…

ଭିଜିଲାନ୍ସ ଜାଲରେ ବୈତରଣୀ କେନାଲ ଡିଭିଜନ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର-ଭିଜିଲାନସ ଜାଲରେ ଆଉ ଜଣେ ଯନ୍ତ୍ରୀ । କେନ୍ଦୁଝର ବୈତରଣୀ କେନାଲ ଡିଭିଜନ ସହକାରୀ ଯନ୍ତ୍ରୀ ଉମେଶ ଶାସିନୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୮ଟି ସ୍ଥାନରେ ଚାଲିଛି ଚଢାଉ। କେନ୍ଦୁଝର, ଭଦ୍ରକ, ବାଲେଶ୍ବର ଜିଲ୍ଲାର ୮ଟି ଟିମ୍‌ ଚଢ଼ାଉ…

ମାର୍ଚ୍ଚ ୨୫ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ବର - ଆସନ୍ତା ୨୫ ତାରିଖରେ ଶାସକ ବିଜେଡିର ବିଧାୟକ ଦଳ ବୈଠକ ବସିବ । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଯୋଗେ ବୈଠକର ଅଧ୍ୟକ୍ଷତାରେ କରିବାକୁ ଥିବା ବେଳେ ବିଧାୟକମାନେ ବିଧାନସଭାର 54 ନମ୍ବର…