ସହିଦ୍ ଭଗତ ସିଂହଙ୍କ ଗାଁରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଗଓ୍ବନ୍ତ ସିଂ ମାନ

ଚଣ୍ଡିଗଡ଼: ଆଜିଠାରୁ ପଞ୍ଜାବର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସ୍ୱାଧୀନତା ସଂଗ୍ରାମୀ ସହିଦ ଭଗତ ସିଂହଙ୍କ ଗାଁ ଖଟକର କଲାନରେ ପଞ୍ଜାବର ୧୭ ତମ ମୁଖ୍ୟମନ୍ତ୍ରୀ ଭାବରେ ଭଗଓ୍ବନ୍ତ ସିଂ ମାନ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ…