ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା

ପୁରୀ - ଶ୍ରୀକ୍ଷେତ୍ରରେ ଚାଞ୍ଚଲ୍ୟ | ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି | ପ୍ରତିହାରୀ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଆର ମହାସୁଆର ନିଯୋଗର ସମ୍ପାଦକ ଥିଲେ । ସୂଚନା ଅନୁସାରେ ଆଜି ପୁରୀ ଟାଉନ ଥାନା ଅନ୍ତର୍ଗତ ବାରବାଟୀ…