ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା
ପୁରୀ - ଶ୍ରୀକ୍ଷେତ୍ରରେ ଚାଞ୍ଚଲ୍ୟ | ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି | ପ୍ରତିହାରୀ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଆର ମହାସୁଆର ନିଯୋଗର ସମ୍ପାଦକ ଥିଲେ ।
ସୂଚନା ଅନୁସାରେ ଆଜି ପୁରୀ ଟାଉନ ଥାନା ଅନ୍ତର୍ଗତ ବାରବାଟୀ…