ଆଜିଠାରୁ ସଂସଦର ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହେଉଛି । ବେକାରୀ ହାର ବୃଦ୍ଧି, ଇପିଏଫ୍ ଉପରେ ସୁଧ ହାର ହ୍ରାସ ଏବଂ ଯୁଦ୍ଧଗ୍ରସ୍ତ ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ଉଦ୍ଧାର ଭଳି ଅନେକ ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡିଛନ୍ତି |…

ନାଟୋକୁ ଜେଲେନସ୍କିଙ୍କ ଚେତାବନୀ, ୟୁକ୍ରେନକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କର ନଚେତ୍ ରୁଷ ମିସାଇଲ୍ ତୁମ ସୀମାରେ ପଡ଼ିବ

କିଭ୍: ରୁଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କି ସୋମବାର ସକାଳେ ଚେତାବନୀ ଦେଇଛନ୍ତି। ସେ ନାଟୋ ଦେଶମାନଙ୍କୁ ଚେତାବନୀ ଦେଇ ଉପଯୁକ୍ତ ପଦକ୍ଷେପ ନେବାକୁ କହିଛନ୍ତି। ଜେଲେନସ୍କି କହିଛନ୍ତି ଯେ ଯଦି ନାଟୋ ଠିକ୍ ସମୟରେ ପଦକ୍ଷେପ ନ…

ପୌର ନିର୍ବାଚନ : ଆଜି ଚୂଡାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର - ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା। ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି ଓ ୩ଟି ମହାନଗର ନିଗମ ପାଇଁ ଆଜି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଚଳିତ ମାସ ୨ ତାରିଖରୁ ୭…