ପୁରୀ ଜିଲ୍ଲା ଗସ୍ତରେ ମୁଖ୍ଯ ଶାସନ ସଚିବ, ବାତ୍ୟା ନିରୋଧୀ ବନୀକରଣ ଉପରେ ଗୁରୁତ୍ଵାରୋପ

ପୁରୀ: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୁରୀ ଗସ୍ତରେ ଆସି ଜିଲ୍ଲାରେ ଚାଲିଥିବା ବନୀକରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ପୁରୀ ଏକ ଉପକୂଳବର୍ତ୍ତି ଜିଲ୍ଲା ହୋଇଥିବାରୁ ବାତ୍ୟା ନିରୋଧି ବନୀକରଣ ସଘନ କରିବାକୁ ବୃକ୍ଷରୋପଣ ନିମନ୍ତେ ମହାପାତ୍ର ପରାମର୍ଶ ଦେଇଛନ୍ତି । ଅସ୍ତରଙ୍ଗ ଓ…