ଉତ୍ତର ପ୍ରଦେଶ: ବିଜେପିର ରେକର୍ଡ ବିଜୟ ସତ୍ତ୍ୱେ ଉପମୁଖ୍ୟମନ୍ତ୍ରୀ କେଶବ ମୌର୍ଯ୍ୟଙ୍କ ସମେତ ଯୋଗୀ ସରକାରର ୧୦ ମନ୍ତ୍ରୀ…

ଲକ୍ଷ୍ନୌ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଉତ୍ତରପ୍ରଦେଶରେ ବିଜେପି ରେକର୍ଡ ବିଜୟ ହାସଲ କରିଛି। ଗତ ୩୭ ବର୍ଷ ମଧ୍ୟରେ କୌଣସି ଦଳ କ୍ରମାଗତ ଦ୍ବିତୀୟ ଥର ପାଇଁ କ୍ଷମତାକୁ ଫେରିଛି । ବିଜେପିର ଐତିହାସିକ ବିଜୟ ସତ୍ତ୍ୱେ ଯୋଗୀ ସରକାରଙ୍କ ଅନେକ ବଡ଼ ନେତା ପରାସ୍ତ ହୋଇଛନ୍ତି ।…

ଆଜିଠାରୁ ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍ ପରୋକ୍ଷ ନିର୍ବାଚନ ପ୍ରକ୍ରିୟା

ଭୁବନେଶ୍ୱର- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେବ ପରୋକ୍ଷ ନିର୍ବାଚନ ପ୍ରକ୍ରିୟା । ଆଜିଠୁ ନାଏବ ସରପଞ୍ଚ ପାଇଁ ନିର୍ବାଚନ ହେବ । ଆସନ୍ତାକାଲି ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଏବଂ ୧୩ ତାରିଖରେ ଜିଲ୍ଲା ପରିଷଦ ଅଧକ୍ଷ ନିର୍ବାଚନ ହେବ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ…

ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ହେଉଛି ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ ଭାଷା ଆମର ପରିଚୟ ଓ ଗୌରବ। ଆଜିର ଦିନରେ ମାତୃଭାଷା ଓଡ଼ିଆକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ପ୍ରଦାନ କରାଯାଇଥିଲା। ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ…

ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ

କୋରାପୁଟ- କୋରାପୁଟ ନନ୍ଦପୁର ନିକଟ ଭେଜା ଷ୍ଟେସନ ନିକଟରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଛଅଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ରହିଛି । ଏଥିଯୋଗୁ ବିଶାଖାପାଟଣା କିରନ୍ଦୁଲ ପାସେଞ୍ଜର ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଘଟଣାସ୍ଥଳରେ ରିଲିଫ୍ ଟ୍ରେନ୍ ପହଞ୍ଚି ମରାମତି…

ଭିଜିଲାନ୍ସ ଜାଲରେ ଟିପିଡବ୍ଲୁଓଡିଏଲର ଜେନେରାଲ ମ୍ୟାନେଜର

ସମ୍ବଲପୁର- ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ । ଭିଜିଲାନ୍ସ ଜାଲରେ ଧରାପଡିଲେ ଟାଟା ପାୱାର ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡର ଜେନେରାଲ ମ୍ୟାନେଜର ସନ୍ତୋଷ କୁମାର ଦର୍ଜୀ। ଆଜି ସମ୍ବଲପୁର ଜିଲ୍ଲାରେ ଥିବା ତାଙ୍କର ବୁର୍ଲା କର୍ପୋରେଟ୍ ଅଫିସ୍, ବାସଭବନ ସମେତ କେତେକ…