ହଟିଲା କଟକଣା, ମାର୍ଚ୍ଚ ୨୭ରୁ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ଉଡ଼ାଣ

ନୂଆଦିଲ୍ଲୀ: ପ୍ରାୟ ଦୁଇ ବର୍ଷ ପରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ସ୍ବାଭାବିକ ହେବ | ମାର୍ଚ୍ଚ ୨୭ରୁ ଆନ୍ତର୍ଜାତୀୟ ବିମାନ ସେବା ପୁନଃ ଆରମ୍ଭ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦ୍ୱାରା ଏହି ସୂଚନା ଦିଆଯାଇଛି। ଏହାଛଡ଼ା ଆନ୍ତର୍ଜାତୀୟ…