ଜେଲେନସ୍କିଙ୍କ ସହ କଥା ହେଲେ ମୋଦି, ସୁମିରେ ଫସିଥିବା ଭାରତୀୟ ଛାତ୍ରଙ୍କୁ ସ୍ଥାନାନ୍ତର ପାଇଁ ସହଯୋଗ ଲୋଡ଼ିଲେ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି । ମୋଦି ଯୁଦ୍ଧଗ୍ରସ୍ତ ୟୁକ୍ରେନର ପୂର୍ବୋତ୍ତର ଅଞ୍ଚଳ ସୁମିରେ ଫସି ରହିଥିବା ଭାରତୀୟ ଛାତ୍ରମାନଙ୍କୁ ଉଦ୍ଧାର କରିବାରେ ସାହାଯ୍ୟ କରିବାକୁ ଜେଲେନସ୍କିଙ୍କୁ…